Public App Logo
Jansamasya
News
पुलिस
Bjp
National
Bihar
बिहार
बीजेपी
विधायक
Congress
Modi
Delhi
Viral
Crime
Jharkhand
Up
Breakingnews
Narendramodi
Madhya_pradesh
Pmmodi
पटना
Rahulgandhi
Haryana
शादी
Crimenews
Bhind
Breaking
Election
Politics
Jodhpur
No video available

ଖଣ୍ଡପଡା: ଖଣ୍ଡପଡ଼ା ଆଞ୍ଚଳିକ ସାମ୍ବାଦିକ ସଂଘ କାର୍ଯ୍ୟାଳୟ ପରିସରରେ ଯୁବ ସାମ୍ବାଦିକଙ୍କ ଅକାଳ ବିୟୋଗରେ ଶୋକସଭା।

Khandapada, Nayagarh | Apr 12, 2024
ଖଣ୍ଡପଡ଼ା ବ୍ଲକ ଅଧୀନ କଣ୍ଟିଲୋ ଗ୍ରାମର ଯୁବ ସାମ୍ବାଦିକ ରାଜୀବ ମିଶ୍ରଙ୍କ ଅକାଳ ମୃତ୍ୟୁରେ ଖଣ୍ଡପଡ଼ା ଆଞ୍ଚଳିକ ସାମ୍ବାଦିକ ସଂଘ ପରିସରରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ମଧ୍ୟାହ୍ନ ୧୨ ଘଣ୍ଟା ସମୟରେ ସଂଘ କାର୍ଯ୍ୟାଳୟ ପରିସରରେ ଵହୁ ସଦସ୍ୟ ଉପସ୍ଥିତ ରହି ନୀରବ ପ୍ରାର୍ଥନା କରିଥିଲେ।