ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି
ଓଡ଼ିଶା ଉପରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏହାର ପ୍ରଭାବରେ ଆସନ୍ତା ୨୨ ଯାଏଁ ଝଡ଼ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ପୂର୍ବାପେକ୍ଷା ବର୍ଷାର ପରିମାଣ କମିଯିବ । ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି ।ଆସନ୍ତାକାଲି ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।