ନୂଆପଡା: ଧାନ କ୍ରୟ କରିବା ପାଇଁ ଜିଲ୍ଲାପାଳଙ୍କୁ ଭେଟିଲେ ଏସଏଚଜି ମହିଳା , ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବିଜେଡି ଜିଲ୍ଲା ସଭାପତିଙ୍କ ପ୍ରତିକ୍ରିୟା
ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ଧାନ କିଣା ରେ ନିୟୋଜିତ କରିବା ପାଇଁ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ବିଜେଡି ଜିଲ୍ଲା ସଭାପତିଙ୍କ ନେତୃତ୍ୱରେ ମହିଳା ମାନେ ଆଜି ଦିନ ଗୋଟାଏ ସମୟରେ ଜିଲ୍ଲାପାଳଙ୍କୁ ସାକ୍ଷାତ କଲା ପରେ ବିଜେଡି ଜିଲ୍ଲା ସଭାପତି ନିଜର ପ୍ରତିକ୍ରିୟା ରଖିଛନ୍ତି।