Public App Logo
Jansamasya
News
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Nsui
Pmmodi
Rahulgandhi
यूपी
कानपुर
Pm
Uttarpradesh
Haryana

ଖଲ୍ଲିକୋଟ୍: ମା' ନାରାୟଣୀ ମନ୍ଦିର ପାରିପାର୍ଶ୍ବିକ ଉନ୍ନତି କରଣ ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରତିକ୍ରିୟା ରଖିଲେ ଆଇନ...

Khalikote, Ganjam | Jan 11, 2026
ଖଲ୍ଲିକୋଟ ମା' ନାରାୟଣୀ ମନ୍ଦିର ପାରିପାର୍ଶ୍ବିକ ଉନ୍ନତି କରଣ ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି । ଆଜି ସନ୍ଧ୍ୟା ସାଢ଼େ ୭ ଟା ସମୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଅବକାରୀ ଓ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଓ ସମ୍ମାନୀତ ଅତିଥି ଭାବେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ, ଜିଲ୍ଲାପାଳ ଭି କିର୍ତ୍ତିଭାସନ୍ ଯୋଗଦେଇଥିଲେ । ପରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ତେବେ ଏ ସମ୍ପର୍କରେ ମନ୍ଦିର ପରିସରରେ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ ।