Public App Logo
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
भाजपा
Accident
Congress
Modi
Delhi
Viral
Jharkhand
Up
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
Uttarpradesh
Haryana
Cricket
Uttarakhand

ତଲସରା: କୁରେଇବଗା ନିକଟରେ ବାଇକ ଦୁର୍ଘଟଣାରେ ଚାଳକ ଗୁରୁତର

Talasara, Sundargarh | Jan 21, 2026
ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ଥାନା ସିମାନ୍ତ ରେ ରହିଥିବା କୁରେଇବଗା ନିକଟରେ ଏକ ବାଇକ ଦୁର୍ଘଟଣାରେ ଚାଳକ କୁଲଗାଁ ଅଞ୍ଚଳର ପ୍ରଶାନ୍ତ ଲାକ୍ରା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ବଡ଼ଗାଁ ଡାକ୍ତରଖାନା ରେ ପ୍ରାଥମିକ ଚିକିତ୍ସାପରେ ଅଧିକ ଚିକିତ୍ସା ପାଇଁ ସୁନ୍ଦରଗଡ଼ ଡାକ୍ତରଖାନା ରେ ଭର୍ତ୍ତି କରାଯାଇଛି।