ଆଠଗଡ: ତିଗିରିଆ ବ୍ଲକର ନୂତନ ଗୋଷ୍ଠୀ ଶିକ୍ଷାଧିକାରୀ ଭାବେ ଦାୟିତ୍ଵ ଗ୍ରହଣ କଲେ ଅମର କୁମାର ମହାରଣା
ତିଗିରିଆ ବ୍ଲକର ନୂତନ ଗୋଷ୍ଠୀ ଶିକ୍ଷାଧିକାରୀ ଭାବେ ଦାୟିତ୍ଵ ଗ୍ରହଣ କଲେ ଅମର କୁମାର ମହାରଣା l ଶ୍ରୀଯୁକ୍ତ ମହାରଣା ପୂର୍ବରୁ କମଳାଡିହ ଚିନ୍ତାମଣି ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଥିଲେ ଏହି ଅବସରରେ ତାଙ୍କୁ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଠାରେ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି l