Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ଓରିଏଣ୍ଟ: ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଗସ୍ତ କଲେ ଝାରସୁଗୁଡା ଜିଲ୍ଲାପାଳ

Orient, Jharsuguda | Sep 16, 2025
ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଗସ୍ତ କଲେ ଝାରସୁଗୁଡା ଜିଲ୍ଲାପାଳ l ଝାରସୁଗୁଡା ଜିଲ୍ଲାପାଳ କୁନାଲ ମୋତିରାମ ଚୌହାନ ଆଜି ମଙ୍ଗଳବାର ଅପରାହ୍ନ ପ୍ରାୟ ୩ ଟାରେ ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଗସ୍ତ କରି ଏନଏଲସିସି ଦ୍ୱାରା ହିର୍ମା ଠାରେ ପ୍ରକଳ୍ପ ସ୍ଥାପନ ପାଇଁ ବିସ୍ଥାପିତଙ୍କ ଉଦ୍ଦେଶ୍ୟରେ ନିର୍ମାଣାଧୀନ ହସ୍ପିଟାଲ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି l ଆସନ୍ତା ଦୁଇମାସ ମଧ୍ୟରେ ହସ୍ପିଟାଲ ପୂର୍ଣ୍ଣ କାର୍ଯ୍ୟକ୍ଷମ ଦିଗରେ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଦେଇଛନ୍ତି l

MORE NEWS