ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ସ୍ଥିତ ନର୍ସିଂ କଲେଜ ପ୍ରାଙ୍ଗଣରେ ଆଜି ଖ୍ରୀଷ୍ଟମାସ ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଅତି ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।