ଛତ୍ରପୁର ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି - ୨୦୨୫ କାର୍ଯ୍ୟକ୍ରମ ସ୍ଥାନୀୟ ପିଏମଶ୍ରୀ ଅନଶ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ରେ ଛତ୍ରପୁର ବିଇଓ ସୁଜିତ କୁମାର ପାଢ଼ୀଙ୍କ ପୌରହିତ୍ୟ ରେ ଅନୁଷ୍ଠିତ ହୋଇଯାଇଛି, ଶୁକ୍ରବାର ପୂର୍ବାହ୍ନରେ ଉକ୍ତ କାର୍ଯ୍ୟକ୍ରମ ଆରମ୍ଭ ହୋଇ ଅପରାହ୍ନରେ ଶେଷ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଛତ୍ରପୁର ଏନଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନକଂ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।