ଗାଇସିଲେଟ ସରସ୍ବତୀ ଶିଶୁ ମନ୍ଦିର ରଜତ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।