Public App Logo
Jansamasya
Haryana
���ादी
Crimenews
Karnataka
Bareilly
���प
Agra
Biharnews
Jodhpur
Fatehpur
Kanganaranaut
Amitshah
Fire
Live
Jhansi
Yogiadityanath
Rain
���ोगी_आदित्यनाथ
Sonunigam
Arvindkejriwal
Rajasthannews
Rahul
Indianews
���ंगाल
Gwaliornews
New_delhi
���िल्ली_मेट्रो
Newsupdate
���निका
No video available

ତିର୍ତ୍ତୋଲ: ଏରଡ଼ଙ୍ଗା ପଞ୍ଚାୟତରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ, ଯୋଗଦେଲେ ବିଧାୟକ

Tirtol, Jagatsinghpur | Feb 20, 2024
ଆଜି ତିର୍ତ୍ତୋଲ ବ୍ଲକ ଏରଡ଼ଙ୍ଗା ପଞ୍ଚାୟତରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବିଧାୟକ ବିଜୟ ଶଙ୍କର ଦାଶ ଯୋଗଦେଇଛନ୍ତି। ସମ୍ମାନିତ ଅତିଥି ଭାବେ ତିର୍ତ୍ତୋଲ ବ୍ଲକ ବିଡ଼ିଓ ତପନ ସେନାପତି ଉପସ୍ଥିତ ରହି ପଞ୍ଚାୟତରେ ରାଜ୍ୟ ସରକାରଙ୍କ ଦ୍ୱାରା ହୋଇଥିବା ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଉପସ୍ଥିତ ଜନସାଧାରଣଙ୍କୁ ସଚେତନତା କରାଇଥିବାର ଦେଖାଯାଇଛି l

MORE NEWS

ତିର୍ତ୍ତୋଲ: ଏରଡ଼ଙ୍ଗା ପଞ୍ଚାୟତରେ ପଞ୍ଚାୟତସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ, ଯୋଗଦେଲେ ବିଧାୟକ - Tirtol News