ଅଦ୍ୟ ତା ୦୬.୧୧.୨୦୨୫ ରିଖ ସ୍ଥାନୀୟ ଗାନ୍ଧିମାର୍ଗ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ଅନୁଗୋଳ ଠାରେ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ "ସୁରଭି" ଓ "ମଡେଲ ପାର୍ଲାମେଣ୍ଟ ପ୍ରତିଯୋଗିତା ୨୦୨୫" ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସଭାପତି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ନିରଞ୍ଜନ ସାହୁ, ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଉଦୟ ମହାପାତ୍ର, ମୁଖ୍ୟ ବକ୍ତା ଭାବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ପ୍ରତାପ ପ୍ରୀତିମୟ, ସମ୍ମାନିତ ଅତିଥ୍ ଭାବରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ନିରୁପମା ପାଣି, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ