Public App Logo
Jansamasya
News
Bjp
National
Police
Bihar
India
जनसमस्या
कांग्रेस
भाजपा
Congress
Modi
Delhi
Viral
Crime
Jharkhand
Up
Iyc
Bollywood
दिल्ली
Patna
Breakingnews
महिला
Narendramodi
Madhya_pradesh
सोशल_मीडिया
Madhyapradesh
Pmmodi
Rahulgandhi
Ipl

ଝାରପୋଖରିଆ: ବିଜାତଳା ଠାରେ ସାରସକଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ "ଏକତା ପଦ ଯାତ୍ରା" ଅନୁଷ୍ଠିତ

ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ପକ୍ଷ ପାଳନ ଅବସରରେ ଶୁକ୍ରବାର ଦିନ ପ୍ରାୟ ୯ ଟାରେ ବିଜାତଳା ଠାରେ ସାରସକଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ "ଏକତା ପଦ ଯାତ୍ରା" ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସାରସକଣା ବିଧାୟକ ଭାଦବ ହାଁସଦା ଯୋଗ ଦେଇଥିବା ବେଳେ ଅନେକ ବିଜେପି କର୍ମୀ ଏବଂ ଶତାଧିକ ସ୍ଥାନୀୟ ଅଞ୍ଚଳର ବାସିନ୍ଦାଙ୍କ ସହିତ ଏକତା ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ନେଇ ଜଣାପଡିଛି।