ପବିତ୍ର ଗାନ୍ଧୀ ଜୟନ୍ତୀ ଏବଂ ପବିତ୍ର ଶାସ୍ତ୍ରୀ ଜୟନ୍ତୀ ପାଳନ ଅବସରରେ ଓଡ଼ିଶା ବିଧାନସଭାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଏବଂ ଅନ୍ୟ ବିଶିଷ୍ଟ ଅତିଥିଗଣ ଗାନ୍ଧିଜୀ ଏବଂ ଶାସ୍ତ୍ରୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି। #jmjnews #GandhiJayanti