ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଜାମଖୁଣ୍ଟା ପଞ୍ଚାୟତ ଶ୍ରୀରାମ ଗ୍ରାମ ରେ ମାଁ ମାଉଳି କ୍ରିକେଟ କ୍ଲବ ତରଫରୁ ଆୟୋଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ର ଫାଇନାଲ ଦିବସ ରେ ମୁଖ୍ୟ ଅତିଥି ରୂପେ ବଲାଙ୍ଗୀର ଜିଲ୍ଲା ପୂର୍ବତନ ଏସଡିସି ଉପାଧ୍ୟକ୍ଷା ନିରୁପମା ମାଝି ଯୋଗଦାନ କରି ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ବିତରଣ କରିଥିଲେ।