Install App
Login
HOME
Delhi
Haryana
Uttar Pradesh
Bihar
Chhattisgarh
Madhya Pradesh
Rajasthan
Jharkhand
Himachal Pradesh
Uttarakhand
Punjab
Andhra Pradesh
Telangana
Tamil Nadu
Karnataka
Maharashtra
Assam
West Bengal
Tripura
Gujarat
Odisha
Kerala
Jansamasya
News
पुलिस
Bjp
National
Police
Bihar
India
कांग्रेस
बीजेपी
Gujarat
मुख्यमंत्री
Congress
Modi
Delhi
Viral
मारपीट
Crime
Dm
Up
अमित_शाह
Bollywood
Breakingnews
Narendramodi
Madhya_pradesh
उत्तरप्रदेश
Pmmodi
Rahulgandhi
यूपी
कानपुर
ଭଦ୍ରକ: ଧାମନଗର ନିର୍ବାଚନ ମଣ୍ଡଳୀ ତିହିଡି ବ୍ଲକ ବନ୍ୟାପ୍ରଭାବିତ ଅଞ୍ଚଳ ବୋଟ୍ ରେ ବୁଲିଲେ ମୁଖ୍ୟମନ୍ତ୍ରୀ, ବନ୍ୟାଞ୍ଚଳ ପରିଦର୍ଶନ ପରେ ଓରାଳି ଠାରେ ଏକ ଜନ ଶୁଣାଣି ସଭା କରିଥିଲେ। #ciktykhabarbhadrak - Bhadrak Rural News
citykhabarbhadrak
ଭଦ୍ରକ: ଧାମନଗର ନିର୍ବାଚନ ମଣ୍ଡଳୀ ତିହିଡି ବ୍ଲକ ବନ୍ୟାପ୍ରଭାବିତ ଅଞ୍ଚଳ ବୋଟ୍ ରେ ବୁଲିଲେ ମୁଖ୍ୟମନ୍ତ୍ରୀ, ବନ୍ୟାଞ୍ଚଳ ପରିଦର୍ଶନ ପରେ ଓରାଳି ଠାରେ ଏକ ଜନ ଶୁଣାଣି ସଭା କରିଥିଲେ। #ciktykhabarbhadrak
Bhadrak Rural, Bhadrak
| Aug 17, 2026
#ciktykhabarbhadrak
MORE NEWS
ଭଦ୍ରକ::#ତିହିଡି_ବ୍ଲକ୍ରେ_ବନ୍ୟା_ପରିସ୍ଥିତି_ଅନୁଧ୍ୟାନ_କଲେ_ମୁଖ୍ୟମନ୍ତ୍ରୀ ବନ୍ୟା ପରିସ୍ଥିତିର ସ୍ଥିତି ଅନୁଧ୍ୟାନ କରିବା ସହ ଈଶାନପୁର, ଶ୍ୟାମସୁନ୍ଦରପୁର, ବାଲିଘାଇ, କଣପା ଆଦି ନିକଟସ୍ଥ ଗ୍ରାମର ଲୋକମାନଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ। ବନ୍ୟା ଯୋଗୁଁ ସେମାନେ ସମ୍ମୁଖୀନ ହେଉଥିବା ସମସ୍ୟା, ରିଲିଫ୍ ଓ ଅନ୍ୟାନ୍ୟ ଆବଶ୍ୟକତା ସମ୍ପର୍କରେ ସେ ଲୋକଙ୍କଠାରୁ ଅବଗତ ହୋଇଥିଲେ। #SSnews #Bhadraknews #flood #Odisha #OdishaNews #BREAKING #CMOdisha #MohanCharanMajhi #viralpost #SureshPujari #BJPOdisha
Bhadrak Rural, Bhadrak | Aug 17, 2026
ଭଦ୍ରକ: ଭଦ୍ରକ ତିହିଡି ବ୍ଲକରେ ପୁରା ସରକାର, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୋଟ୍ ଯୋଗେ ତିହିଡି ବ୍ଲକ ବଡକ ପଞ୍ଚାୟତ ଓରାଳି ଓ ଇସରପୁର ବନ୍ୟାଞ୍ଚଳ ଗସ୍ତ କରିଛନ୍ତି । ସାଥିରେ ଅଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର, କୋରେଇ ବିଧାୟକ ଆକାଶ ଦାସ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ ଓ ଜିଲ୍ଲା ପ୍ରଶାସନିକ ଅଧିକାରୀ। ବୋଟ୍ ଯୋଗେ ବନ୍ୟାଞ୍ଚଳ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । #ciktykhabarbhadrak
Bhadrak Rural, Bhadrak | Aug 17, 2026
ଭଦ୍ରକ: ଧାମନଗର ନିର୍ବାଚନ ମଣ୍ଡଳୀ ତିହିଡି ବ୍ଲକ ବନ୍ୟାପ୍ରଭାବିତ ଅଞ୍ଚଳ ବୋଟ୍ ରେ ବୁଲିଲେ ମୁଖ୍ୟମନ୍ତ୍ରୀ, ଏକ ସ୍ବତନ୍ତ୍ର ବୋଟ୍ ଯୋଗେ ବନ୍ୟାଞ୍ଚଳ ଗସ୍ତ କରିଛନ୍ତି ଖୋଦ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ବନ୍ୟାଞ୍ଚଳ ପରିଦର୍ଶନ ପରେ ଓରାଳି ଠାରେ ଏକ ଜନ ଶୁଣାଣି ସଭା କରିଥିଲେ। #ciktykhabarbhadrak
Bhadrak Rural, Bhadrak | Aug 17, 2026
ଭଦ୍ରକ: ଜିଲ୍ଲାର ତିହିଡି ବ୍ଲକ୍ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ପଞ୍ଚାୟତରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବନ୍ୟା ଅଞ୍ଚଳ ବୁଲି ଦେଖୁଛନ୍ତି। #ciktykhabarbhadrak
Bhadrak Rural, Bhadrak | Aug 17, 2026
ଭଦ୍ରକ: ତିହିଡି ବ୍ଲକ୍ରେ ବନ୍ୟା ପରିସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ବନ୍ୟାଞ୍ଚଳ ବୁଲି ଦେଖିବା ସହ ଲୋକଙ୍କ ସହ ଆଲୋଚନା, ଭଦ୍ରକ ଜିଲ୍ଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ତିହିଡି ବ୍ଲକ୍ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ପଞ୍ଚାୟତର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ବନ୍ୟା ପରିସ୍ଥିତିର ସ୍ଥିତି ଅନୁଧ୍ୟାନ କରିବା ସହ ଈଶାନପୁର, ଶ୍ୟାମସୁନ୍ଦରପୁର, ବାଲିଘାଇ, କଣପା ଆଦି ନିକଟସ୍ଥ ଗ୍ରାମର ଲୋକମାନଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ। ବନ୍ୟା ଯୋଗୁଁ ସେମାନେ ସମ୍ମୁଖୀନ ହେଉଥିବା ସମସ୍ୟା, ରିଲିଫ୍ ଓ ଅନ୍ୟାନ୍ୟ ଆବଶ୍ୟକତା ସମ୍ପର୍କରେ ସେ ଲୋକଙ୍କଠାରୁ ଅବଗତ ହୋଇଥିଲେ। ବନ୍ୟା ପ୍ରଭାବିତ ଲୋକଙ୍କୁ ତୁରନ୍ତ ଆବଶ୍ୟକ ସହାୟତା ଓ ରିଲିଫ୍ ପହଞ୍ଚାଇବା ସହ ସେମାନଙ୍କ ସୁରକ୍ଷା ଓ ମୌଳିକ ଆବଶ୍ୟକତା ପ୍ରତି ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ଜିଲ୍ଲା ପ୍ରଶାସନର ଅଧିକାରୀମାନେ ଉପସ୍ଥିତ ରହି ବନ୍ୟା ପରିସ୍ଥିତି ଓ ରିଲିଫ୍ କାର୍ଯ୍ୟ ସମ୍ପର୍କରେ ଅବଗତ କରାଇଥିଲେ। #ciktykhabarbhadrak
Bhadrak Rural, Bhadrak | Aug 17, 2026