ପଦ୍ମପୁର: ବରଗଡ଼ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ: ବିଶିଷ୍ଟ ବ୍ୟକ୍ତି ସମ୍ବର୍ଦ୍ଧିତ
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଅଗ୍ରଗାମୀ ଯୁବକ ମଞ୍ଚଠାରେ ପାଳିତ ହୋଇଛି। ବରଗଡ଼ ବିଧାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରତିଭାବାନ ପ୍ରତିଯୋଗୀ ଓ ସମାଜସେବୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।