ଭଟଲି ବିଧାୟକ ନୂଆଦିଲ୍ଲୀ ସ୍ଥିତ ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରରେ ନିର୍ବାଚନ ମଣ୍ଡଳୀର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି।