Public App Logo
Jansamasya
हादसा
News
पुलिस
Maharashtra
Bjp
National
Police
Bihar
कांग्रेस
Accident
Congress
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Mp
उत्तरप्रदेश
Pmmodi
Rahulgandhi
यूपी
Uttarpradesh
Haryana
Cricket

ରାଜଗାଙ୍ଗପୁର: , ରାଜଗାଙ୍ଗପୁର ସ୍ଥିତ ଶ୍ରୀ ଅରବିନ୍ଦ ପୁଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପ୍ରାଙ୍ଗଣରେ ଜିଲ୍ଲା ସ୍ତରୀୟ ବାର୍ଷିକ କର୍ମୀ ସମ୍ମିଳନୀ ଅନୁଷ୍ଠିତ

ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁର ସ୍ଥିତ ଶ୍ରୀ ଅରବିନ୍ଦ ପୁଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ର ପ୍ରାଙ୍ଗଣରେ ଆଜି ଜିଲ୍ଲା ସ୍ତରୀୟ ବାର୍ଷିକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ସଂଗଠକ ତଥା ନବ ଜୀଵନ ଶିକ୍ଷା ସଂସଦ ର ସଂପାଦକ ଶ୍ରୀ ପ୍ରସାଦ ତ୍ରିପାଠୀ ମୁଖ୍ୟ ଅତିଥି ଭାବ ରେ ଅଂଶଗ୍ରହଣ କରି ଜିଲ୍ଲାର ବିଭିନ୍ନ ଅରବିନ୍ଦ ପୁଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ସୁ ପରିଚାଳନା ବିଷୟରେ ଆଲୋଚନା କରିଥିଲେ।