ବୀରମହାରାଜପୁର: ଉଲୁଣ୍ଡା ହାଇସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ନଳିନୀ କୁମ୍ଭାରଙ୍କ ବଦଳି ଦାବିରେ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ର ଛାତ୍ରୀ ଏବଂ ଅଭିଭାବକ
Biramaharajpur, Subarnapur (Sonepur) | Jul 23, 2025
ଉଲୁଣ୍ଡା ହାଇସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ନଳିନୀ କୁମ୍ଭାରଙ୍କ ବଦଳି ଦାବି ରେ ଆଜି ସକାଳ 9ଟା 30ରୁ ଛାତ୍ର ଛାତ୍ରୀ ଏବଂ ଅଭିଭାବକ ମାନେ...