ରାଉରକେଲା ମ୍ୟୁନିସିପାଲଟି: ସେକ୍ଟର ୫ ସ୍ଥିତ ଅରବିନ୍ଦ ଶିକ୍ଷା ଅନୁଷ୍ଠାନରେ ସ୍ବାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ, ଯୋଗଦେଲେ ବିଧାୟକ
ରାଉରକେଲା ସେକ୍ଟର ୫ ସ୍ଥିତ ଅରବିନ୍ଦ ଶିକ୍ଷା ଅନୁଷ୍ଠାନରେ ଏକ ସ୍ବାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବୁଧବାର ପୂର୍ବାହ୍ନରେ ଏଥିରେ ବିଧାୟକ ଦୁର୍ଗା ଚରଣ ତନ୍ତୀ ଯୋଗଦେଇ ପ୍ରତିକ୍ରିୟା ରଖିଛନ୍ତି ।