Public App Logo
Jansamasya
हादसा
News
Bjp
National
Police
Bihar
कांग्रेस
भाजपा
Congress
Modi
Delhi
Viral
Crime
Jharkhand
Up
Bollywood
दिल्ली
Breakingnews
Nitishkumar
Madhya_pradesh
सोशल_मीडिया
Mp
Nsui
Madhyapradesh
Pmmodi
Rahulgandhi
Actor
Haryana
Uttarpradesh

କାମାକ୍ଷାନଗର ବ୍ଲକ କୋଟଗରା ଗ୍ରାମରେ ଆରମ୍ଭ ହେବାକୁ ଯାଉଛି ରଜ ମହୋତ୍ସବ..

MORE NEWS

ଦୃନୀତି ମୁକ୍ତ ଶାସନ ଚାଲିଥିବାବେଳେ ଆପ୍ପ ର ସଂଘର୍ଷ #public ##dhenkanal#vairalvide #facebookreelsviralviralシfypシ゚2026 #odishalatestnews

ଦୃନୀତି ମୁକ୍ତ ଶାସନ ଚାଲିଥିବାବେଳେ ଆପ୍ପ ର ସଂଘର୍ଷ #public ##dhenkanal#vairalvide #facebookreelsviralviralシfypシ゚2026 #odishalatestnews

Dhenkanal Sadar, Dhenkanal | Jun 3, 2026

ମହାରାଷ୍ଟ୍ରର ଟାଡୋବା-ଅନ୍ଧାରୀ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରୁ ସ୍ଥାନାନ୍ତରିତ ହୋଇଥିବା ବାଘୁଣୀ 'ଜିନତ' ଶିମିଳିପାଳର ଅନୁକୂଳ ପରିବେଶରେ ଚାରୋଟି ଶାବକଙ୍କୁ ଜନ୍ମ ଦେଇଛି। ଏହି ସଫଳତା କେବଳ ରାଜ୍ୟରେ ବ୍ୟାଘ୍ର ସଂଖ୍ୟାରେ ବୃଦ୍ଧି ନୁହେଁ, ବରଂ ଜୈବ ବିବିଧତାର ସୁରକ୍ଷା ଓ ବନ୍ୟଜନ୍ତୁଙ୍କ ପାଇଁ ଏକ ନିରାପଦ ଓ ସୁଦୃଢ଼ ବାସସ୍ଥାନ ସୃଷ୍ଟି କରିବାରେ ଆମ ପ୍ରଶାସନିକ ଦୂରଦୃଷ୍ଟିର ପ୍ରକୃଷ୍ଟ ନିଦର୍ଶନ।

ମା’ ଓ ଶାବକମାନଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି ଏବଂ ସେମାନଙ୍କ ଗତିବିଧି ଉପରେ କ୍ରମାଗତ ନଜର ରଖାଯାଇଛି। ଆମ ବନ କର୍ମଚାରୀଙ୍କ ନିଷ୍ଠାପର ତଦାରଖ ଓ କାର୍ଯ୍ୟକ୍ଷମ ସଂରକ୍ଷଣ ନୀତି ଯୋଗୁଁ ଆଜି ଓଡ଼ିଶା ବନ୍ୟପ୍ରାଣୀଙ୍କ ପାଇଁ ଏକ ସୁରକ୍ଷିତ ଆଶ୍ରୟସ୍ଥଳୀ ଭାବେ ନିଜକୁ ପ୍ରତିଷ୍ଠିତ କରିପାରିଛି। ଶିମିଳିପାଳର ଏହି ଜୈବିକ ସନ୍ତୁଳନକୁ ଅକ୍ଷୁର୍ଣ୍ଣ ରଖିବା ଏବଂ ରାଜ୍ୟର ବନ୍ୟପ୍ରାଣୀ ସଂରକ୍ଷଣ ଯୋଜନାକୁ ଆଗାମୀ ଦିନରେ ଅଧିକ ସୁଦୃଢ଼ କରିବା ନେଇ ଆମ ସରକାର ସମ୍ପୂର୍ଣ୍ଣ ପ୍ରତିବଦ୍ଧ।

ମହାରାଷ୍ଟ୍ରର ଟାଡୋବା-ଅନ୍ଧାରୀ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରୁ ସ୍ଥାନାନ୍ତରିତ ହୋଇଥିବା ବାଘୁଣୀ 'ଜିନତ' ଶିମିଳିପାଳର ଅନୁକୂଳ ପରିବେଶରେ ଚାରୋଟି ଶାବକଙ୍କୁ ଜନ୍ମ ଦେଇଛି। ଏହି ସଫଳତା କେବଳ ରାଜ୍ୟରେ ବ୍ୟାଘ୍ର ସଂଖ୍ୟାରେ ବୃଦ୍ଧି ନୁହେଁ, ବରଂ ଜୈବ ବିବିଧତାର ସୁରକ୍ଷା ଓ ବନ୍ୟଜନ୍ତୁଙ୍କ ପାଇଁ ଏକ ନିରାପଦ ଓ ସୁଦୃଢ଼ ବାସସ୍ଥାନ ସୃଷ୍ଟି କରିବାରେ ଆମ ପ୍ରଶାସନିକ ଦୂରଦୃଷ୍ଟିର ପ୍ରକୃଷ୍ଟ ନିଦର୍ଶନ। ମା’ ଓ ଶାବକମାନଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି ଏବଂ ସେମାନଙ୍କ ଗତିବିଧି ଉପରେ କ୍ରମାଗତ ନଜର ରଖାଯାଇଛି। ଆମ ବନ କର୍ମଚାରୀଙ୍କ ନିଷ୍ଠାପର ତଦାରଖ ଓ କାର୍ଯ୍ୟକ୍ଷମ ସଂରକ୍ଷଣ ନୀତି ଯୋଗୁଁ ଆଜି ଓଡ଼ିଶା ବନ୍ୟପ୍ରାଣୀଙ୍କ ପାଇଁ ଏକ ସୁରକ୍ଷିତ ଆଶ୍ରୟସ୍ଥଳୀ ଭାବେ ନିଜକୁ ପ୍ରତିଷ୍ଠିତ କରିପାରିଛି। ଶିମିଳିପାଳର ଏହି ଜୈବିକ ସନ୍ତୁଳନକୁ ଅକ୍ଷୁର୍ଣ୍ଣ ରଖିବା ଏବଂ ରାଜ୍ୟର ବନ୍ୟପ୍ରାଣୀ ସଂରକ୍ଷଣ ଯୋଜନାକୁ ଆଗାମୀ ଦିନରେ ଅଧିକ ସୁଦୃଢ଼ କରିବା ନେଇ ଆମ ସରକାର ସମ୍ପୂର୍ଣ୍ଣ ପ୍ରତିବଦ୍ଧ।

Dhenkanal Sadar, Dhenkanal | Jun 2, 2026

#କହୁ_କହୁ_ବର୍ଷ_ବର୍ଷ_ସରିଲା_ହେଲେ_ଏବେବି_ସେଇ_କାଳ_ରାତ୍ରି_ଦିହରୁ_ଡର_ଯାଇନି #bahanagarailwaystation #public #newsodiaodisha #facebookreelsviralviralシfypシ゚2026

#କହୁ_କହୁ_ବର୍ଷ_ବର୍ଷ_ସରିଲା_ହେଲେ_ଏବେବି_ସେଇ_କାଳ_ରାତ୍ରି_ଦିହରୁ_ଡର_ଯାଇନି #bahanagarailwaystation #public #newsodiaodisha #facebookreelsviralviralシfypシ゚2026

Dhenkanal Sadar, Dhenkanal | Jun 2, 2026

କାମାକ୍ଷାନଗର ବ୍ଲକ କୋଟଗରା ଗ୍ରାମରେ ଆରମ୍ଭ ହେବାକୁ ଯାଉଛି ରଜ ମହୋତ୍ସବ.. - Dhenkanal Sadar News