Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Nsui
Pmmodi
Rahulgandhi
यूपी
कानपुर
Pm
Uttarpradesh

ଛତ୍ରପୁର: ବେଲଗାଁ ଠାରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Chhatrapur, Ganjam | Nov 2, 2025
ଗଞ୍ଜାମ ଜିଲ୍ଲା ବେଲଗାଁ ଠାରେ ସ୍ଥାନୀୟ ପୋଲିସ୍ ପକ୍ଷରୁ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଛି । ରବିବାର ମଧ୍ୟାହ୍ନରେ ସ୍ଥାନୀୟ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଏହି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।