କେନ୍ଦ୍ରାପଡା: "ସୁସ୍ଥ ନାରୀ ସଶକ୍ତ ପରିବାର " ଅଭିଯାନର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ରାଜନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଅନୁଷ୍ଠିତ.
"ସୁସ୍ଥ ନାରୀ ସଶକ୍ତ ପରିବାର " ଅଭିଯାନର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ରାଜନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଅନୁଷ୍ଠିତ l "ସୁସ୍ଥ ନାରୀ ସଶକ୍ତ ପରିବାର " ଅଭିଯାନର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଆଜି ରାଜନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି | କାର୍ଯ୍ୟକ୍ରମରେ ମାନ୍ୟବର ସାଂସଦ କେନ୍ଦ୍ରାପଡ଼ା ବୈଜୟନ୍ତ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ | ଅନ୍ୟ ମାନଙ୍କ ମଧ୍ୟରେ ମହାକାଳପଡ଼ା ବିଧାୟକ ଦୁର୍ଗା ପ୍ରସନ ନାୟକ, ଜିଲ୍ଲାପାଳ ରଘୁରାମ ଆର ଆୟର,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ମନୋରଞନ ରାଉତ ଉପସ୍ଥିତ ଥିଲେ l