କରଞ୍ଜିଆ: କରଞ୍ଜିଆ ଠାରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ
କରଞ୍ଜିଆଠାରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଟିତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଜି ଦିବା2 ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି।ଏହି ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର ରେ ମୋଟ ୮୪ ଟି ଅଭିଯୋଗର ଶୁଣାଣି ହୋଇଥିଲା।ଉକ୍ତ ଶିବିରରେ ଜିଲ୍ଲାପାଳ ସମେତ, ଆରକ୍ଷୀ ଅଧିକ୍ଷକ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।