ଅନୁଗୋଳ: ବଅଁରପାଳ ବ୍ଲକ କାର୍ଯ୍ୟାଳୟ ପରିସରରେ ଜନ ଶୁଣାଣି ଶିବିର ଅନୁଷ୍ଠିତ
Anugul, Angul | Sep 15, 2025 ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ବ୍ଳକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୩୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥ୍ମଧ୍ୟରୁ ୨୮ଟି ବ୍ୟକ୍ତିଗତ ଓ ୩ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ବଅଁରପାଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋଚନ ଦାସ, ଜିଲ୍ଲା ଶିକ୍