ବାରିପଦା ମ୍ୟୁନିସିପାଲଟି: ଜିଲ୍ଲାରେ ଆସନ୍ତା ସେପ୍ଟେମ୍ୱର ୧୭ ଯାଏଁ ପବନ ବର୍ଷା ହେବା ସହ ବଜ୍ରପାତ ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟୋଲ ୱାର୍ଣିଂ ଜାରୀ
ମୟୂରଭଞ୍ଜ ଜିଲ୍ଲାରେ ଆସନ୍ତା ସେପ୍ଟେମ୍ୱର ୧୭ ଯାଏଁ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ପବନ ସହ ବର୍ଷା ଓ ବଜ୍ରପାତ ହେବାନେଇ ୟୋଲ ୱାର୍ଣିଂ ଜାରୀ ହୋଇଛି। ଏନେଇ ରବିବାର ଦିନ ପ୍ରାୟ ୧୨ ଟା ସମୟରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରି ଏହି ୱାର୍ଣିଂ ଜାରୀ କରାଯାଇଛି।