ଗଞ୍ଜାମ ଜିଲ୍ଲା ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଦପୁର ଟାଟା କଲୋନୀ ମୁଖ୍ୟ ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଶନିବାର ଅପରାହ୍ନ ୫ ଘଣ୍ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ବାଇକ ଆରୋହୀ ଆହତ ହୋଇଥିବା ଜଣାପଡିଛି।ସ୍ଥାନୀୟ ଲୋକେ ଉଧାର କରି ନିକଟସ୍ଥ ସମ୍ ହସପିଟାଲକୁ ଚିକିତ୍ସା ନିମନ୍ତେ ପଠାଇଛନ୍ତି।