ଗଞ୍ଜାମ ଜିଲ୍ଲା ସୋରଡ଼ା ରେ ବ୍ଲକ ସ୍ତରୀୟ ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀ ସମ୍ମିଳନୀ ଅନୁଷ୍ଠିତ ହୋଇଛି,ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଯୋଗ ଦେଇଥିଲେ,ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରଣି ପ୍ରଭାତୀ ମହାପାତ୍ର ଯୋଗ ଦେଇଥିଲେ,ଆଜିର ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ସୁପରିଚାଳନା,ପଞ୍ଚସଖା ଶିକ୍ଷା, ଉପରେ ବୁଝାଇଥିଲେ.