ରାଇରଙ୍ଗପୁର ସହର: ଇଚିଣ୍ଡା ଠାରେ ସଙ୍କୀର୍ତ୍ତନ କାର୍ଯ୍ୟକ୍ରମ ରେ ଯୋଗ ଦେଲେ ସାଂସଦ
ମୟୂରଭଞ୍ଜ ଜିଲ୍ଲାର ଇଚିଣ୍ଡା ଠାରେ ସଙ୍କୀର୍ତ୍ତନ କାର୍ଯ୍ୟକ୍ରମ ଅନୁଷ୍ଟିତ ହେଉଛି।ଏହି ଆଧ୍ୟାତ୍ମିକ ସାଂସ୍କୃତିକ କାର୍ଯ୍ୟକ୍ରମ। ରେ ଆଜି ରାତି 8 ଘଟିକା ସମୟରେ ଯୋଗ ଦେଲେ ମୟୂରଭଞ୍ଜ ସାଂସଦ ଶ୍ରୀ ନବ ଚରଣ ମାଝି।ଶ୍ରୀ ମାଝି ଉପସ୍ଥିତ ରହି ପ୍ରଭୁଙ୍କ ଆଶୀର୍ବାଦ ନେଇଥିଲେ।ଏହି ଉତ୍ସବ ରେ ସ୍ଥାନୀୟ ଅଂଚଳର ଶତାଧିକ ଜନ ସାଧାରଣ ଯୋଗ ଦେଇଥିଲେ।