ସୁକିନ୍ଦା: ଯାଜପୁର ଖରସ୍ରୋତା ମହାବିଦ୍ୟାଳୟରେ ABVP ପକ୍ଷରୁ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ
Sukinda, Jajpur | Oct 20, 2026 ଯାଜପୁର ଜିଲ୍ଲା ସିଂହପୁରସ୍ଥିତ ଖରସ୍ରୋତା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ କରିଛି ABVP। ଛାତ୍ର ନେତୃତ୍ୱ ଓ ସାମାଜିକ ଦାୟିତ୍ୱବୋଧ ଉପରେ ଏହି କାର୍ଯ୍ୟକ୍ରମରେ ଗୁରୁତ୍ୱ ଦିଆଯାଇଛି।