ମହାନଦୀ ଭବନରେ ପାଳିତ ହେଲା ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ 2026
ମହାନଦୀ ବିହାରସ୍ଥିତ ମହାନଦୀ ଭବନରେ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ-2026 ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାୟକ ସୌଭିକ୍ ବିଶ୍ଵାଳ ଓ ମେୟର ସୁବାସ ସିଂହଙ୍କ ସମେତ ଅନେକ ବରିଷ୍ଠ ବ୍ୟକ୍ତି ଯୋଗ ଦେଇଥିଲେ।