ବିଷମକଟକ: ରାୟଗଡ଼ା ମହିଳା ମହାବିଦ୍ୟାଳୟରେ ଅନୁଷ୍ଠିତ ହେଲା କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ
ରାୟଗଡ଼ା ମହିଳା ମହାବିଦ୍ୟାଳୟରେ ସେବା ସଂକଳ୍ପ ଅଭିଯାନ ଅଧୀନରେ ଛାତ୍ରୀମାନଙ୍କ ପାଇଁ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏଥିରେ ଛାତ୍ରୀଙ୍କୁ ଉଚ୍ଚଶିକ୍ଷା ଓ ରୋଜଗାର ନେଇ ମାର୍ଗଦର୍ଶନ ଦିଆଯାଇଛି।