ରେଢ଼ାଖୋଲ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୩୩ତମ ବାର୍ଷିକ କ୍ରୀଡା ମହୋତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି ସମ୍ବଲପୁର ଜିଲ୍ଲା ରେଢାଖୋଲ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୩୩ତମ ବାର୍ଷିକ କ୍ରୀଡା ମହୋତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ରଶ୍ମି ରଞ୍ଜନ ମହନ୍ତ , ସମ୍ମାନିତ ଅତିଥି ଭାବେ ଏନଏସି ଅଧ୍ୟକ୍ଷ ଶିବରାମ ସାହୁ , ବ୍ଳକ ଅଧ୍ୟକ୍ଷ ପ୍ରଦୀପ ପ୍ରଧାନ ଯୋଗଦେଇଥିଲେ ।