ମୟୁରଭଞ୍ଜ ଜିଲ୍ଲା କୁଳିଅଣା ବ୍ଲକ ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ର ଠାରେ ମଙ୍ଗଳବାର ଦିନ ପ୍ରାୟ ୧୦ ଟାରେ ଶ୍ରୀଅରବିନ୍ଦଙ୍କ ଶ୍ରିତନୁ ପ୍ରତିଷ୍ଠା ଉତ୍ସବ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ମମତା ମହାନ୍ତ ଯୋଗ ଦେଇ ସେଠାରେ କୁନି କୁନି ଛାତ୍ର ଛାତ୍ରୀ ମାନଙ୍କ ସହିତ ଭାବର ଆଦାନ ପ୍ରଦାନ କରିଥିଲେ।