ଛେଣ୍ଡିପଦା: ଭାଲିଆସର ଗାଁକୁ ରାସ୍ତା ନଥିବାରୁ ଆସିଲାନି ଆମ୍ବୁଲାନ୍ସ, ଗର୍ଭବତୀ ମହିଳାଙ୍କୁ କାନ୍ଧରେ ବୋହି ନଦୀ ପାର କଲେ ଲୋକେ
Chhendipada, Angul | Jul 15, 2025
ଗାଁକୁ ରାସ୍ତା ନଥିବାରୁ ପହଞ୍ଚି ପାରିଲା ନାହିଁ ଆମ୍ବୁଲାନ୍ସ । ଶେଷରେ ଯନ୍ତ୍ରଣା ଭୋଗୁଥିବା ଗର୍ଭବତୀ ମହିଳାଙ୍କୁ କାନ୍ଧରେ ବୋହି ନଦୀ ପାର...