ବାଲେଶ୍ବର ସଦର: ବାଲେଶ୍ଵର ମିଶନ ପଡ଼ିଆରେ ଜିଲ୍ଲା ବିଦ୍ୟାଳୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ
ବାଲେଶ୍ଵର ମିଶନ ପଡ଼ିଆରେ ଆଜି ଜିଲ୍ଲା ବିଦ୍ୟାଳୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆରମ୍ଭ ହୋଇଛି। ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏହାକୁ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ସଦର ବିଧାୟକ ମାନସ କୁମାର ଦତ୍ତ ଓ ଜିଲ୍ଲାପରିଷଦ ସଭାପତି ନାରାୟଣ ଚନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ।