ନୂଆଗାଁ ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟ ଅନ୍ତର୍ଗତ ଗୋଷ୍ଠୀ ଅନ୍ତର୍ନିବେଶୀ ଶିକ୍ଷାଧିକାରୀ ସାଧନ କେନ୍ଦ୍ରରେ ତିନିଦିନିଆ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ ହୋଇଯାଇଛି।ଏହାକୁ ଅନୁଷ୍ଠାନିକ ଭାବେ ନୂଆଗାଁ ଗୋଷ୍ଠୀ ଶିକ୍ଷାଧିକାରୀ ସାଲଗିମୁନି ଟୁଡ଼ୁ ଉଦ୍ଘାଟନ କରିଥିଲେ।ନୂଆଗାଁ ଗୋଷ୍ଠୀ ଶିକ୍ଷାଧିକାରୀ ସାଲଗି ମୁନି ଟୁଡ଼ୁଙ୍କ ତତ୍ତ୍ଵାବଧାନରେ ପ୍ରଶିକ୍ଷଣ ଶବିର ଆସିବିର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି ।