କୋରାପୁଟ ସହର: ଲକ୍ଷ୍ମୀପୁର ଗୌଡ଼ ଗୁଡା ପଞ୍ଚାୟତ ସଦର ମହକୁମା ଠାରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଅନୁଷ୍ଠିତ
Koraput Town, Koraput | Aug 4, 2025
କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର ଗୌଡ଼ ଗୁଡା ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହ ଠାରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିର ଅନୁଷ୍ଠିତ...