Public App Logo
Jansamasya
National
���ीएसटी
Happydiwali
Railinfra4andhrapradesh
Nextgengst
Cybersecurityawareness
Pmmsy
Diwali2025
Fidfimpact
Matsyasampadasesamriddhi
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds

ଚାରମାଳ: ଚାରମାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୁସ୍ଥ ନାରୀ ଓ ଶସକ୍ତ ପରିବାର ଅଭିଯାନରେ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ

Charamal, Sambalpur | Sep 22, 2025
ଚାରମାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୁସ୍ଥ ନାରୀ ଓ ଶସକ୍ତ ପରିବାର ଅଭିଯାନରେ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ସୁସ୍ଥ ନାରୀ ଓ ଶସକ୍ତ ପରିବାର ଅଭିଯାନ ଅନ୍ତର୍ଗତ ଚାରମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ସୋମବାର ସକାଳେ ମହିଳା ଓ ବାଳିକା ମାନଙ୍କ ପାଇଁ ଏକ ସ୍ବାସ୍ଥ୍ୟ ଶିବିର ର ଆୟୋଜନ କରାଯାଇଥିଲା । ଉକ୍ତ ଶିବିର ରେ ବୁର୍ଲା ରୁ ଆସିଥିବା ବିଶେଷଜ୍ଞ ଓ ଚାରମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ଡାକ୍ତର ମାନଙ୍କ ଦ୍ଵାରା ମହିଳା ଓ ବାଳିକା ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା ।

MORE NEWS