ଧର୍ମଗଡ: କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସଭାଗୃହ ଠାରେ ସୁସ୍ଥ ନାରୀ ସୁସ୍ଥ ପରିବାର ଅଭିଯାନ ନେଇ ସଚେତନତା ତାଲିମ ଶିବିର ଅନୁଷ୍ଠିତ
Dharamgarh, Kalahandi | Sep 13, 2025
ଶନିବାର କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସଭାଗୃହ ଠାରେ ଏକ ଦିନିକିଆ ତାଲିମ ଶିବିର ଅନୁଷ୍ଠିତ ହେଇଯାଇଛି। କେନ୍ଦ୍ର ସରକାରଙ୍କ ପ୍ରଯୋଜିତ...