Public App Logo
Jansamasya
Uttar_pradesh
Congress
Modi
Delhi
Viral
Jharkhand
���िल्ली
Breakingnews
Madhya_pradesh
Pmmodi
Rahulgandhi
Haryana
Sambalpur
Cyclone
���ादी
Crimenews
Karnataka
Bareilly
���प
Agra
Biharnews
Jodhpur
Fatehpur
Kanganaranaut
Amitshah
Fire
Live
Jhansi
Yogiadityanath

ଜଟଣୀ: ସ୍ଥାନୀୟ ଆଦର୍ଶ ବିଦ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ବିଧାୟକ ରଖିଲେ ପ୍ରତିକ୍ରିୟା

Jatani, Khordha | Aug 8, 2025
ଜଟଣୀ ଷଣ୍ଢପୁର ସ୍ଥିତ ଆଦର୍ଶ ବିଦ୍ୟାଳୟରେ ଜଟଣୀ ୟୁଥ ଫେଡେରେସନ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଜଟଣୀ ବିଧାୟକ ବିଭୁତି ଭୂଷଣ ବଳବନ୍ତରାୟ ଆଜି ଅପରାହ୍ନ ସାଢେ 5 ଘଣ୍ଟିକା ସମୟରେ ପ୍ରତିକ୍ରିୟା ରଖିଥିଲେ |
ଜଟଣୀ: ସ୍ଥାନୀୟ ଆଦର୍ଶ ବିଦ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ବିଧାୟକ ରଖିଲେ ପ୍ରତିକ୍ରିୟା - Jatani News