କେନ୍ଦୁଝର ସହର: ଯୋଡ଼ାଗଡ଼ିଆ ଠାରେ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ପ୍ରତିକ୍ରିୟା ରଖିଛନ୍ତି ଅଭିଭାବକ
ଆନନ୍ଦପୁର ଉପଖଣ୍ଡ ଯୋଡ଼ାଗଡ଼ିଆ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଅଭାବ ଯୋଗୁଁ ଛାତ୍ରଛାତ୍ରୀମାନେ ପାଠ ପଢ଼ାରୁ ବଞ୍ଚିତ ହେଉଛନ୍ତି। ଏନେଇ ଆଜି ପ୍ରତିକ୍ରିୟା ରଖିଛନ୍ତି ଅଭିଭାବକ ।