Public App Logo
Jansamasya
National
Vandebharatexpress
Didyouknow
Shahdara
New_delhi
Delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ପୁରୀ ମ୍ୟୁନିସିପାଲଟି: ଚଳିତ ବର୍ଷ ପୁରୀରେ ହବିଷ୍ୟାଳୀଙ୍କ ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ ପକ୍ରିୟା,କାଯ୍ୟଳୟରେ ସୂଚନା ଦେଲେ ପଯ୍ୟତନ ଅଧିକାରୀ l

Puri M, Puri | Sep 15, 2025
ଚଳିତ ବର୍ଷ ପୁରୀରେ ହବିଷ୍ୟାଳୀଙ୍କ ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ ପକ୍ରିୟା । ଆସନ୍ତା ୧୯ତାରିଖ ପୂର୍ବାହ୍ନ ୧୦ ଠାରୁ ଧାର୍ଯ୍ୟ ଲକ୍ଷ ପୂରଣ ହେବା ପର୍ଯ୍ୟନ୍ତ ଅନଲାଇନରେ ନିଜର ନାଁ ପଞ୍ଜିକରଣ କରିବା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ପ୍ରାୟ ଅଢ଼େଇ ହଜାର ହବିଷ୍ୟାଳୀ ଙ୍କ ପାଇଁ ଏଥର ହୋଇଛି ବ୍ୟବସ୍ଥା । ଏନେଇ ବିଜ୍ଞପ୍ତି ଜାରି ହୋଇଛି । ଅକ୍ଟୋବର ୭ରୁ ଆରମ୍ଭ ହେବ କାର୍ତ୍ତୀକ ବ୍ରତ । ଆଉ ଗତଥର ଭଳି ଚଳିତବର୍ଷ ମଧ୍ୟ ବୃନ୍ଦାବତୀ ଭବନ ସହ ଆଉ ତିନଟି କୋଠାରେ ରହିବେ ହବିଷ୍ୟାଳୀ । ତେବେ ଏଥର ଆବେଦନ ପ୍ରକ୍ରିୟା ସମ୍ପୂର୍ଣ୍ଣ ଅନଲାଇନ ମାଧ୍ୟମରେ କରାଯିବ ।

MORE NEWS