Public App Logo
Jansamasya
News
���ुलिस
Maharashtra
Bjp
National
Police
Bihar
India
Congress
Delhi
Viral
Jharkhand
���मित_शाह
���िल्ली
Breakingnews
Narendramodi
Nitishkumar
Madhya_pradesh
Pmmodi
Ipl
Rahulgandhi
Haryana
Uttarpradesh
Cricket
Crimenews
Aap
Bareilly
���चिन
Morena
No video available

ଝାରସୁଗୁଡା: ଜିଲ୍ଲାରେ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

Jharsuguda, Jharsuguda | Jul 26, 2024
ଝାରସୁ୍‌ଗୁଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କଲା ଭୁବନେଶ୍ୱର ପାଣିପାଗ ବିଭିଗ ଫଳରେ ଝାରସୁଗୁଡ଼ାରେ ଶୁକ୍ରବାର ମଧ୍ୟାନ ୧୨ଟାରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ ଝାରସୁଗୁଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଙ୍ଗ ଜାରିକଲା ପାଣିପାଗ ବିଭାଗ । ଏନେଇ ଝାରସୁଗୁଡ଼ା ସରର ବିବିନ୍ନ ସ୍ଥାନରେ ଶୁକ୍ରବାର ସକାଳୁ ବର୍ଷା ହେଉଥିବା ଦେଖିବାକୁ ମିଳିଛି । ବିଶେଷ ଭାବରେ ଗାନ୍ଧିଛକ, ଏ୍‌ଚ କଟାପାଲି ସମେତ ସହରର ବିଭିନ୍ନ ସ୍ଥାନରେ ବର୍ଷା ହେଇଛି ।