ଜଳେଶ୍ବର: ସନ୍ତୋଷପୁର ସରସ୍ବତୀ ବିଦ୍ୟା ମନ୍ଦିରରେ ପାଳିତ ହେଲା ଗାନ୍ଧୀ ଜୟନ୍ତୀ
ସନ୍ତୋଷପୁର ସରସ୍ବତୀ ବିଦ୍ୟା ମନ୍ଦିରରେ ଆଜି ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ପ୍ରଧାନ ଆଚାର୍ଯ୍ୟ ମନୋରଞ୍ଜନ ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ସମ୍ପାଦକ ପ୍ରଶାନ୍ତ କୁମାର କୁଣ୍ଡଙ୍କ ସମେତ ବିଦ୍ୟାଳୟର ସମସ୍ତ ଗୁରୁଜୀ ଓ ଗୁରୁମା ଯୋଗ ଦେଇଥିଲେ।