କର୍କଟନାସା ଗ୍ରାମପଞ୍ଚାୟତ ପରିସରରେ ଓଡ଼ିଶା ପୋଲିସ ତରଫରୁ ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଥିଲା।ଏହି କାର୍ଯ୍ୟକ୍ରମ ହାତୀବାରି ଥାନା ଆଇ.ଆଇସି ସୁରେନ୍ଦ୍ର କୁମାର ନାୟକଙ୍କ ଉପସ୍ଥିତିରେ ଆରମ୍ଭ ହୋଇଥିଲା।ଏଥିରେ ପ୍ରାୟ ୬୦ଜଣ ମେମ୍ବର ସହିତ ଏସ.ଏଚ.ଜି,ବରିଷ୍ଠ ନାଗରିକ,ପିଆରଆଇ ମେମ୍ବର ପ୍ରମୁଖ ଉପସ୍ଥିତ ଥିଲେ।ଏଥିରେ ଏ.ଏସ.ଆଇ ସୁଶାନ୍ତ ପାତ୍ର ପ୍ରମୁଖ ସହଯୋଗ କରିଥିଲେ।