ପୋଡିଆ: ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ସଦର ମହକୁମାରେ ଥିବା ବିଭିନ୍ନ ସ୍ଥାନରେ ପଡିଆ ପୋଲିସ ପକ୍ଷ୍ୟରୁ ଏକ ପେଡ଼ ମା କେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ
ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଏକ ପେଡ଼ ମା କେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଡିଏସପି ରମେଶ୍ଵର ପଧାନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପଡିଆ ଥାନାର ଏସ୍ଆଇ ନିରୋଦ କୁମାର ବାଘ, ଏଏସଆଇ କେଶବ ଭତ୍ରା ପ୍ରମୁଖ ଉପସ୍ଥିତ ଥିଲେ ହ