Public App Logo
Jansamasya
News
पुलिस
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Narendramodi
Madhya_pradesh
अनिल
Cm
Pmmodi
Rahulgandhi
कानपुर
Pm
Uttarpradesh
Haryana

ସୋର: ମଲ୍ଲିଚୁଆ ଗ୍ରାମରେ ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣାରେ ଅନ୍ୟ ଜଣେ ଗିରଫ, ବଢ଼ିବାରେ ଲାଗିଛି ଗିରଫଙ୍କ ସଂଖ୍ୟା

Soro, Balasore | Dec 13, 2025
ଗତ ଅକ୍ଟୋବର ମାସରେ ସୋର ଥାନା ମଲ୍ଲିଚୁଆ ଗ୍ରାମରେ ଗୁଣିଗାରେଡି ସନ୍ଦେହରେ ହୋଇଥିବା ହତ୍ୟା ଘଟଣାରେ ସୋର ପୁଲିସ ଅନ୍ୟ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୁଚନା ଅନୁସାରେ ଏହି ଗ୍ରାମର ଚଇତା ସିଂ ଗୁଣିଗାରେଡି କରୁଥିବା ସନ୍ଦେହ ରେ ଗ୍ରାମବାସୀ ମାନେ ଗତ ସେପ୍ଟେମ୍ବର ମାସରେ ଚଇତା ତାଙ୍କ ସ୍ତ୍ରୀ ମୁନି ସିଂ ଓ ଭାଉଜ ଟୁନିି ସିଂଙ୍କୁ ଗଛରେ ବାନ୍ଧି ମାଡ ମାରିବା ସହିତ ଚଇତା ଗୋଡ଼ରେ ବେଡି ପକାଇ ରଖିଥିଲେ।ସୋର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ଡାକ୍ତରଖାନା ରେ ଭର୍ତ୍ତି କରିଥିବା ବେଳେ ଗତ ଅକ୍ଟୋବର ମାସ ୧୨ତାରିଖରେ ଟୁନି ସିଂଙ୍କର ମୃତ୍ୟୁ ହୋଇଥିଲା।
ସୋର: ମଲ୍ଲିଚୁଆ ଗ୍ରାମରେ ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣାରେ ଅନ୍ୟ ଜଣେ ଗିରଫ, ବଢ଼ିବାରେ ଲାଗିଛି ଗିରଫଙ୍କ ସଂଖ୍ୟା - Soro News