କଟକ ପୌରାଞ୍ଚଳ: ବୈଷ୍ଣବ ପାଣି ଓ ଅକ୍ଷୟ ମହାନ୍ତି ମଞ୍ଚରେ ସାଂସ୍କୃତିକ ଦଳ ଚୟନ ଶେଷ
ବୈଷ୍ଣବ ପାଣି ମଞ୍ଚ ଏବଂ ଅକ୍ଷୟ ମହାନ୍ତି ମଞ୍ଚରେ କାର୍ଯ୍ୟକ୍ରମ ପାଇଁ ସାଂସ୍କୃତିକ ଦଳଗୁଡ଼ିକର ଚୂଡ଼ାନ୍ତ ଚୟନ ପ୍ରକ୍ରିୟା ଶେଷ ହୋଇଛି। ଜିଲ୍ଲା ପ୍ରଶାସନ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ବିଚାରକ ମଣ୍ଡଳୀ ଏହି ଚୟନ ପ୍ରକ୍ରିୟା ସମ୍ପନ୍ନ କରିଛନ୍ତି।